ସମସ୍ତ ପାଠକ ପାଠିକା ମାନଙ୍କୁ ଇଂରାଜୀ ନବବର୍ଷ ୨୦୨୧ର ହାର୍ଦ୍ଦିକ ଅଭିନନ୍ଦନ  

ସୋଆ ଶ୍ରେଷ୍ଠ ଘରୋଇ ବିଶ୍ୱବିଦ୍ୟାଳୟ

ଦେଶର ଶ୍ରେଷ୍ଠ ଦଶଟି ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ସ୍ଥାନ ପାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ । ନିକଟରେ ପ୍ରକାଶିତ କ୍ୟାରିଅର ୩୬୦ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୦ ରେ ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ଦଶମ ସ୍ଥାନରେ ରହିଛି ସୋଆ ।

ଓଡିଶାରୁ ସୋଆ ହେଉଛି ଏକମାତ୍ର ଘରୋଇ ବିଶ୍ୱବିଦ୍ୟାଳୟ ଯିଏକି ଏହି ରାଙ୍କିଙ୍ଗ ରେ ଶ୍ରେଷ୍ଠ ଦଶଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନିତ ହୋଇଛି ।

ନାକ ଦ୍ୱାରା ସ୍ୱୀକୃତିପ୍ରାପ୍ତ ସୋଆ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନାସନାଲ ଇନଷ୍ଟିଚୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଅରଏଫ )ରାଙ୍କିଙ୍ଗ ୨୦୧୯ ରେ ବିଶ୍ୱବିଦ୍ୟାଳୟ ତାଲିକାରେ ୨୪ତମ ସ୍ଥାନ ହାସଲ କରିଛି ।  



Mayfair Lagoon
SOA


AMRI Hospital Bhubaneswar
M/s S N MOHANTY -->

ସମ୍ପାଦକ: ବ୍ରଜ କିଶୋର ମିଶ୍ର

©Tathya Media Pvt. Ltd. 2023